Matthew 24:31 — Compare Translations
7 translations compared side by side
Odia - 1840
"ନିଜର ସ୍ବର୍ଗଦୂତମାନଙ୍କୁ ପୃଥିବୀ ରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ଯପୁତ୍ର ମହା ତୂରୀ ଧ୍ବନି ସହିତ ଆସିବେ। ସହେି ସ୍ବର୍ଗଦୂତମାନେ ମର୍ତ୍ତ୍ଯର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ୟ୍ଯନ୍ତ ବୁଲି, ଚାରିଆଡୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମହାତୂରୀଧ୍ଵନି ସହିତ ଆପଣା ଦୂତମାନଙ୍କୁ ପ୍ରେରଣ କରିବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୂରୀନାଦ ହେବ ଓ ପୃଥିବୀରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତଯାଏ ତାଙ୍କର ମନୋନୀତ ଲୋକମାନଙ୍କୁ ସଂଗ୍ରହ କରି ଆଣିବା ପାଇଁ ମନୁଷ୍ୟପୁତ୍ର ତାଙ୍କ ଦୂତମାନଙ୍କୁ ପଠାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ସ୍ୱର୍ଗଦୂତମାନଙ୍କୁ ପୃଥିବୀରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ୟପୁତ୍ର ମହା ତୂରୀ ଧ୍ୱନି ସହିତ ଆସିବେ। ସେହି ସ୍ୱର୍ଗଦୂତମାନେ ମର୍ତ୍ତ୍ୟର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ଯ୍ୟନ୍ତ ବୁଲି, ଗ୍ଭରିଆଡ଼ୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟ್ಯಾ ಪಂವ್ಯಾಚ್ಯಾ ವಾಜ್ಪಾಚ್ಯಾ ವಾಂಗ್ಡಾಚ್ ತೊ ಅಪ್ನಾಚ್ಯಾ ದುತಾಕ್ನಿ ಧಾಡುನ್ ದಿತಾ, ಅನಿ ತೆನಿ ಜಗಾಚ್ಯಾ ಚಾರಿ ದಿಕ್ಕಾಕ್ನಿ ಪತರ್ ಜಾವ್ನ್ ಮಾನ್ಸಾಚ್ಯಾ ಲೆಕಾನ್ ಎಚುನ್ ಕಾಡಲ್ಲ್ಯಾಕ್ನಿ ಗೊಳಾ ಕರ್ತ್ಯಾತ್.