Matthew 24:33 — Compare Translations
7 translations compared side by side
Odia - 1840
"ଠିକ୍ ସହେିଭଲି ମୁଁ କହିଥିବା କଥାଗୁଡ଼ିକ ଯେତବେେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଠିକ୍ ସେହିପରି ଏହିସବୁ ଘଟଣା ଦେଖିଲେ, ଅନ୍ତିମ କାଳର ଆରମ୍ଭ ହେଲା ବୋଲି ତୁମ୍ଭେମାନେ ଜାଣିବ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିଭଳି ମୁଁ କହିଥିବା କଥାଗୁଡ଼ିକ ଯେତେବେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಹೆ ಸಗ್ಳೆ ಹೊತಲೆ ಬಗ್ತಾನಾ ಮಾನ್ಸಾಚೊ ಲೆಕ್ ಯೆತಲೊ ಎಳ್ ಜಗ್ಗೊಳ್ ಯೆವ್ನ್ ಪಾವ್ಲಾ ಮನುನ್ ಕಳ್ವುನ್ ಘೆವಾ ಅನಿ ತಯಾರಿತ್ ರ್ಹಾವಾ.