Matthew 24:34 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମନେରଖ, ବର୍ତ୍ତମାନ ଜୀବିତ ଥିବା ଲୋକମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁଭୋଗ କରିବା ପୂର୍ବରୁ ଏହି ସମସ୍ତ ବିଷୟ ଘଟିଯିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ,"ಹಿ ಸಗ್ಳಿ ಘಡಿತಾ ಹೊಯ್ ಪತರ್ ಹಿ ಅತ್ತಾಚಿ ಲೊಕಾ ಮರಿನ್ಯಾತ್.