Matthew 24:36 — Compare Translations
7 translations compared side by side
Odia - 1840
" ସହେି ଦିନ ବା ସହେି ସମୟ କବେେ ଆସିବ, କହେି ଜାଣନ୍ତି ନାହିଁ। ଏପରିକି ସ୍ବର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କବଳେ ପରମପିତା ଏହା ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେହି ଦିନ ଓ ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗର ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳମାତ୍ର ପିତା ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେହି ଦିନ, ସେହି ମୁହୂର୍ତ୍ତ କେବେ ଆସିବ, କେହି କହିପାରିବେ ନାହିଁ। ସ୍ୱୟଂ ଈଶ୍ୱରଙ୍କ ପୁତ୍ର କିମ୍ବା ସ୍ୱର୍ଗଦୂତମାନେ ମଧ୍ୟ ସେକଥା ଜାଣନ୍ତି ନାହିଁ, କେବଳ ପିତା ଈଶ୍ୱର ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ପରମେଶ୍ୱର ଉଚିତ୍ ସମୟ ଜାଣନ୍ତି “ସେହି ଦିନ ବା ସେହି ସମୟ କେବେ ଆସିବ, କେହି ଜାଣନ୍ତି ନାହିଁ। ଏପରିକି ସ୍ୱର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କେବଳ ପରମପିତା ଏହା ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ದಿಸ್ ಅನಿ ತೊ ಎಳ್ ಕನ್ನಾ ಯೆತಾ ಮನುನ್ ದೆವಾ ಬಾಬಾಕ್ ಎಕ್ಲ್ಯಾಕ್ ಸೊಡುನ್, ಅನಿ ಕೊನಾಕ್ಬಿ, ಸರ್ಗಾ ವೈಲ್ಯಾ ದುತಾಕ್ನಿ ಹೊಂವ್ದಿ, ದೆವಾಚ್ಯಾ ಲೆಕಾಕ್ ಸೈತ್ ಗೊತ್ತ್ ನಾ.