Matthew 24:37 — Compare Translations
7 translations compared side by side
Odia - 1840
"ନୋହଙ୍କ ସମୟରେ ଯଭେଳି ଘଟିଥିଲା, ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସପରେି ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ସମୟରେ ସେହିପରି ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ନୋହଙ୍କ ସମୟରେ ଯେଭଳି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସେହିପରି ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನೊಯೆಚ್ಯಾ ಕಾಲಾತ್ ಕಶೆ ಘಡ್ಲೆ ತಸೆಚ್ ಮಾನ್ಸಾಚೊ ಲೆಕ್ ಯೆತಲ್ಯಾ ಕಾಲಾತ್ಬಿ ಘಡ್ತಾ.