Matthew 24:38 — Compare Translations

7 translations compared side by side

Odia - 1840
"ସେତବେେଳେ ବନ୍ଯା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜ ରେ ପ୍ରବେଶ କରିବା ଦିନ ପର୍ୟ୍ଯନ୍ତ ଲୋକେ ଏସବୁ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ପ୍ରବୃତ୍ତ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଜଳପ୍ଲାବନ ପୂର୍ବେ ନୋହ ଜାହାଜରେ ପ୍ରବେଶ କରିବା ପର୍ଯ୍ୟନ୍ତ ଲୋକେ ଭୋଜନପାନ ଓ ବିବାହ ଆଦି କାର୍ଯ୍ୟରେ ବ୍ୟସ୍ତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ବନ୍ୟା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଏସବୁ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಹ್ಯೊ ಜಗ್‍ ಸಗ್ಳೊ ಪಾನಿಯಾನಿ ಬುಡುಚ್ಯಾ ಅದ್ದಿ ನೊಯೆ ಢೊನಿತ್ ಗುಸ್ಲೊ ತ್ಯಾ ದಿಸಾ ಪತರ್ ಲೊಕಾ ಖಾವ್ನಗೆತ್ ಫಿವ್ನಗೆತ್, ಲಗ್ನಾ ಕರುನ್ ಘೆವ್ನ‍ಗೆತ್-ಲಗ್ನಾ ಕರುನ್ ದಿವ್ನಗೆತ್ ಹೊತ್ತಿ.