Matthew 24:39 — Compare Translations

7 translations compared side by side

Odia - 1840
"ଯାହା ସବୁ ସେତବେେଳେ ଘଟି ଯାଉଥିଲା, ଲୋକେ ତାହା ଜାଣି ପାରୁ ନଥିଲେ। ସତେିକି ବେଳେ ବନ୍ଯା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହାଇଗେଲେ। ମନୁଷ୍ଯ ପୁତ୍ର ଆସିବା ସମୟରେ ଠିକ୍ ସହେିପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାରେ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଳପ୍ଲାବନରେ ସେମାନେ ଭାସିଯିବା ପର୍ଯ୍ୟନ୍ତ କଅଣ ଘଟୁଛି, ଜାଣିପାରି ନ ଥିଲେ। ମନୁଷ୍ୟପୁତ୍ର ଆସିବାବେଳେ ଠିକ୍ ସେହିପରି ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯାହାସବୁ ସେତେବେଳେ ଘଟି ଯାଉଥିଲା, ଲୋକେ ତାହା ଜାଣିପାରୁ ନ ଥିଲେ। ସେତିକିବେଳେ ବନ୍ୟା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହୋଇଗଲେ। “ମନୁଷ୍ୟପୁତ୍ର ଆସିବା ସମୟରେ ଠିକ୍ ସେହିପରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಸಗ್ಳ್ಯಾ ಜಿಮ್ನಿರ್ ಪಾನಿಭರುನ್ ಸಗ್ಳೆ ಹೊವ್ನ್ ಜಾಯ್ ಪತರ್‍ಬಿ ತೆಂಕಾ ಕಾಯ್ಬಿ ಕಳುಕ್ ನಾ. ತಸೆಚ್ ಮಾನ್ಸಾಚೊ ಲೆಕ್ ಯೆತಲ್ಯಾ ಎಳಾರ್‍ಬಿ ಘಡ್ತಾ.