Matthew 24:4 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମାବଧାନ ହୁଅ, ତୁମ୍ଭମାନଙ୍କୁ ୟପରି କହେି ପଥଭ୍ରଷ୍ଟ ନକରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ସତର୍କ ରୁହ। କେହି ଯେପରି ତୁମ୍ଭମାନଙ୍କୁ ବିଭ୍ରାନ୍ତ ନ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ಕೊನ್ಬಿ ತುಮ್ಕಾ ಚುಕ್ ವಾಟೆಕ್ ನ್ಹೆಯ್‍ ನಸಿ ಸರ್ಕೆ ಉಶಾರ್ಕಿನ್ ರ್‍ಹಾವಾ.”