Matthew 24:40 — Compare Translations

7 translations compared side by side

Odia - 1840
"ଜମି ରେ ଦୁଇଜଣ ଲୋକ ଏକାଠି କାମ କରିଥିବେ, ସମାନଙ୍କେ ମଧ୍ଯରୁ ଜଣକୁ ସଠାେରେ ଛାଡ଼ି ଆର ଜଣକୁ ନିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ କ୍ଷେତରେ କାମ କରୁଥିବା ଦୁଇଜଣଙ୍କ ମଧ୍ୟରୁ ଜଣେ ମନୋନୀତ ହୋଇ ଚାଲିଯିବ। ଅପରଟି ପରିତ୍ୟକ୍ତ ହୋଇ ପଛରେ ରହିଯିବ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଜଣ ଲୋକ ଏକାଠି କାମ କରୁଥିବେ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାରେ ଛାଡ଼ି ଆର ଜଣକୁ ନିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶೆತಾತ್ ಹೊತ್ತ್ಯಾ ದೊನ್ ಘೊಮನ್ಸಾನಿತ್ಲ್ಯಾ ಎಕ್ಲ್ಯಾಕ್ ಘೆವ್ನ್ ಜಾವ್ನ್ ಹೊತಾ, ಎಕ್ಲ್ಯಾಕ್ ಥೈಚ್ ಸೊಡುನ್ ಹೊತಾ.