Matthew 24:41 — Compare Translations

7 translations compared side by side

Odia - 1840
"ଦୁଇଜଣ ସ୍ତ୍ରୀ ଲୋକ ମିଶି ଚକିଲେ ଶସ୍ଯ ପଷେୁଥିବେ, ସମାନଙ୍କେ ମଧ୍ଯରୁ ଜଣକୁ ସଠାେରେ ପରିତ୍ଯାଗ କରି ଆରଜଣକୁ ନିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚକି ପେଷୁଥିବା ଦୁଇଜଣ ସ୍ତ୍ରୀ ଲୋକଙ୍କ ମଧ୍ୟରୁ ଜଣେ ଗୃହୀତ ହେବ ଓ ଅନ୍ୟ ଜଣକ ପରିତ୍ୟକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଜଣ ସ୍ତ୍ରୀଲୋକ ମିଶି ଚକିରେ ଶସ୍ୟ ପେଷୁଥିବେ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାରେ ପରିତ୍ୟାଗ କରି ଆରଜଣକୁ ନିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾತ್ಯಾ ವರ್‍ತಿ ದಳುಕ್ ಬಸಲ್ಲ್ಯಾ ದೊಗ್ಯಾ ಬಾಯ್ಕೊಮನ್ಸಾನಿತ್ಲ್ಯಾ ಎಕ್ಲಿಕ್ ಸೊಡುನ್, ಎಕ್ಲಿಕ್ ಘೆವ್ನ್ ಜಾವ್ನ್ ಹೊತಾ.