Matthew 24:43 — Compare Translations

7 translations compared side by side

Odia - 1840
"ମନରେଖ, ଯଦି ଘରମାଲିକ ଜାଣିଥାଆନ୍ତା ଯେ ଚେ଼ାର କେତବେେଳେ ଆସିବ, ତବେେ ସେ ସତର୍କ ରହନ୍ତେ ଓ ଚେ଼ାରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହା ଜାଣିଥାଅ, କେଉଁ ପହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବେ ଚୋର ପଶିବ ଜାଣିଥିଲେ, ଗୃହକର୍ତ୍ତା ଜାଗ୍ରତ ରହି ଚୋରକୁ ଘରେ ପୂରାଇବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ଯଦି ଘରମାଲିକ ଜାଣିଥା’ନ୍ତା ଯେ ଗ୍ଭେର କେତେବେଳେ ଆସିବ, ତେବେ ସେ ସତର୍କ ରହନ୍ତେ ଓ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾದ್ ಥವ್ನ್ ಘೆವಾ, ಹ್ಯಾಚ್ ಎಳಾರ್ ಚೊರ್ ಯೆತಾ ಮನುನ್ ಘರಾಚ್ಯಾ ಮಾಲ್ಕಾಕ್ ಗೊತ್ತ್ ರ್‍ಹಾಲ್ಯಾರ್ ತೊ ಜಾಗೊ ರ್‍ಹಾವ್ನ್ ರಾಕುನ್ಗೆತ್ ರ್‍ಹಾತಾ ಅನಿ ಕನ್ನಾಬಿ ಅಪ್ನಾಚೆ ಘರ್ ಫೊಡುನ್ ಚೊರುನ್ ಘೆವ್ನ್ ಜಾವ್ಕ್ ದಿ ನಾ.