Matthew 24:44 — Compare Translations
7 translations compared side by side
Odia - 1840
"ଠିକ୍ ସହେିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତବେେଳେ ଆଶା କରୁ ନଥିବ, ଠିକ୍ େସତକେି ବେଳେ ମନୁଷ୍ଯପୁତ୍ର ଆସିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ମଧ୍ୟ ସବୁବେଳେ ପ୍ରସ୍ତୁତ ହୋଇ ରହିଥାଅ। କାରଣ ତୁମେ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ସେ ଆସିଯାଇ ପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତେବେଳେ ଆଶା କରୁ ନ ଥିବ, ଠିକ୍ ସେତେକି ବେଳେ ମନୁଷ୍ୟପୁତ୍ର ଆସିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮಿ ತಯಾರಿತ್ ರ್ಹಾವಾ ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಚಿಂತಿನಸಲ್ಲ್ಯಾ ಎಳಾರ್ ಮಾನ್ಸಾಚೊ ಲೆಕ್ ಯೆತಾ.