Matthew 24:45 — Compare Translations

7 translations compared side by side

Odia - 1840
"କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପଡ଼ି ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ଦାସ କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
“କିଏ ତାହାହେଲେ ବିଶ୍ୱସ୍ତ ଓ ବୁଦ୍ଧିମାନ ଭୃତ୍ୟ? ଯାହା ଉପରେ ମାଲିକ ଅନ୍ୟ ଭୃତ୍ୟମାନଙ୍କୁ ଠିକ୍ ସମୟରେ ଖାଦ୍ୟ ଦେବା ଭାର ନ୍ୟସ୍ତ କରିଥାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଓ ମନ୍ଦ ସେବକ “କିଏ ବିଶ୍ୱାସ ଯୋଗ୍ୟ ଓ ବିଜ୍ଞ ଗ୍ଭକର? ଯିଏ ଅନ୍ୟ ଗ୍ଭକରମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଖାଦ୍ୟ ଦେବ, ମାଲିକ ସେହିଭଳି ଗ୍ଭକରକୁ ବିଶ୍ୱାସ କରିଥା’ନ୍ତି। କିଏ ସେ ଗ୍ଭକର, ସେହି କାମ କରିବା ପାଇଁ, ସେ କେଉଁ ଗ୍ଭକରକୁ ବିଶ୍ୱାସ କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?
Odia IRV 2017 (ଓଡିଆ ବାଇବେଲ)
ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಜಾಲ್ಯಾರ್ ಮಾಲ್ಕಾನ್ ಅಪ್ನಾಚ್ಯಾ ಹುರಲ್ಲ್ಯಾ ಆಳಾಂಚಿ ಜವಾಬ್ದಾರಿ ಘೆವ್ಕ್ ಅನಿ ತೆಂಕಾ ಎಳಾ-ಎಳಾರ್ ತೆಂಚೆ ಜೆವಾನ್ ವಾಟುನ್ ದಿವ್ಕ್ ಮನುನ್ ನೆಮಸಲ್ಲೊ ವಿಶ್ವಾಸಾಚೊ, ಅನಿ ಶಾನೊ ಸೆವಕ್ ಕೊನ್ ತೊ?