Matthew 24:47 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ମାଲିକ ତାହାଙ୍କ ନିଜର ସମସ୍ତ ସମ୍ପତ୍ତିର ଦାଯିତ୍ବ ଦବୋ ପାଇଁ ସହେି ଚାକରଟିକୁ ବାଛିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ଵ ଉପରେ ନିଯୁକ୍ତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ନିଶ୍ଚିତଭାବେ କହୁଛି, ସେଭଳି ଭୃତ୍ୟକୁ ମାଲିକ ଦିନେ ତାଙ୍କର ସକଳ ସମ୍ପତ୍ତିର ଦାୟିତ୍ୱରେ ରଖିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ମାଲିକ ତାହାଙ୍କ ନିଜର ସମସ୍ତ ସମ୍ପତ୍ତିର ଦାୟିତ୍ୱ ଦେବା ପାଇଁ ସେହି ଗ୍ଭକରଟିକୁ ବାଛିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ತೊ ಮಾಲಿಕ್ ಅಪ್ನಾಚ್ಯಾ ಸಗ್ಳ್ಯಾ ಅಸ್ತಿಚಿ ಅನಿ ಬದ್‍ಕಾಚಿ ಜವಾಬ್ದಾರಿ ತೆಚ್ಯಾ ವರ್‍ತಿ ಸೊಡ್ತಾ.