Matthew 24:49 — Compare Translations
7 translations compared side by side
Odia - 1840
"ତବେେ ସେ ଅନ୍ୟ ଚାକରମାନଙ୍କୁ ପିଟିବା ଆରମ୍ଭ କରି ଦବେେ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ଯପାନ କରି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ ଭୃତ୍ୟମାନଙ୍କୁ ମାରପିଟ କରି ମଦ୍ୟପମାନଙ୍କ ସହିତ ଭୋଜନ ପାନରେ ରତ ହେବ,
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ଅନ୍ୟ ଗ୍ଭକରମାନଙ୍କୁ ପିଟିବା ଆରମ୍ଭ କରିଦେବ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ୟପାନ କରି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
Odia IRV 2017 (ଓଡିଆ ବାଇବେଲ)
ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ಅಪ್ನಾಚ್ಯಾ ವಾಂಗುಡ್ಚ್ಯಾ ಅಳಾಕ್ನಿ ಮಾರುಕ್ ಲಾಗ್ತಾ, ಅನಿ ಫಿದೊಡ್ಯಾಂಚ್ಯಾ ವಾಂಗ್ಡಾ ಖಾತಲೆ-ಫಿತಲೆ ಕರ್ತಾ.