Matthew 24:51 — Compare Translations

7 translations compared side by side

Odia - 1840
"ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତାହାକୁ ଦ୍ଵିଖଣ୍ତ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାକୁ ସେ କଠୋର ଶାସ୍ତି ଦେବେ। ସେ ପ୍ରତାରକମାନଙ୍କର ଦୁର୍ଦ୍ଦଶା ଭୋଗ କରିବ ଏବଂ ଶେଷରେ ବିଳାପ କରି ଦାନ୍ତ ରଗଡ଼ିବା ତା’ ପକ୍ଷରେ ସାର ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಲಿಕ್ ತ್ಯಾ ವಿಶ್ವಾಸಾನ್ ನಸಲ್ಲ್ಯಾ ಆಳಾಕ್ ಮಾರುನ್ ಭಾಯ್ರ್ ಘಾಲ್ತಾ ಅನಿ ಕುಸ್ಡ್ಯಾಕ್ನಿ ಮನುನ್ ಹೊತ್ತ್ಯಾ ಜಾಗ್ಯಾರ್ ತೆಕಾ ಢಕ್ಲುನ್ ಘಾಲ್ತಾ. ಥೈ ಹೊತಾ ಕನ್ನಾಬಿ ರಡ್ನೆ ಅನಿ ತರಾಸಾನಿ ದಾತಾ ಚಾವ್ತಲೆ.