Matthew 24:7 — Compare Translations
7 translations compared side by side
Odia - 1840
"ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧ ରେ ଓ ଗୋଟିଏ ରାଜ୍ଯ ଅନ୍ୟ ଗୋଟିଏ ରାଜ୍ଯ ବିରୁଦ୍ଧ ରେ ଠିଆ ହବେ। ବିଭିନ୍ନ ସ୍ଥାନ ରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦେଶ ଦେଶ ମଧ୍ୟରେ ଯୁଦ୍ଧ ହେବ, ଏକ ରାଜ୍ୟ ଅପର ରାଜ୍ୟ ଉପରେ ଆକ୍ରମଣ କରିବ। ସର୍ବତ୍ର ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆಸಾ ಎಕಾಮೆಕಾಕ್ಡೆ ಝಗ್ಡೆ ಕರುನ್ ಘೆತ್ಯಾತ್, ಅನಿ ರಾಜಾಬಿ ಎಕಾಮೆಕಾ ವರ್ತಿ ಝಗ್ಡುನ್ಗೆತ್ ರ್ಹಾತ್ಯಾತ್, ಬರಗಾಲಾ ಪಡ್ತ್ಯಾತ್, ಅನಿ ಸಗ್ಳ್ಯಾಕ್ಡೆ ಭುಕಂಪಾ ಹೊತ್ಯಾತ್.