Matthew 24:8 — Compare Translations

7 translations compared side by side

Odia - 1840
"କିନ୍ତୁ ଏ ଘଟଣାଗୁଡ଼ିକ କବଳେ ପ୍ରଥମ ପ୍ରସୁତି ବଦନୋ ଭଳି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏସବୁ ପ୍ରସବ ବେଦନାର ଆରମ୍ଭ ମାତ୍ର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಸಗ್ಳಿ ಘಡಿತಾ ಖಾಲಿ ಎಕಾ ಪೊರಾಕ್ ಜಲಮ್ ದಿತಾನಾ ಯೆತಲ್ಯಾ ಪಯ್ಲೆಚ್ಯಾ ಯೆನಾಂಚ್ಯಾ ಸರ್ಕಿ.