Matthew 24:9 — Compare Translations

7 translations compared side by side

Odia - 1840
" ସେତବେେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ଯବହାର କରିବେ। ସମାନେେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ପାଇଁ ଧରାଇ ଦବେେ। ସମାନେେ ତୁମ୍ଭମାନଙ୍କୁ ମାରି ଦବେେ। ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କ୍ଳେଶଭୋଗ କରିବା ନିମନ୍ତେ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ଵାରା ଘୃଣିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ଧରା ହୋଇ ଉତ୍ପୀଡ଼ିତ ହେବ ଓ ମୃତ୍ୟୁଦଣ୍ଡ ଭୋଗ କରିବ ଏବଂ ମୋ’ ଲାଗି ତୁମେ ସମସ୍ତଙ୍କର ଘୃଣାର ପାତ୍ର ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತುಮ್ಕಾ ಸಗ್ಳ್ಯಾಕ್ನಿ ಧರುನ್ ಹೊತಾ ಅನಿ ಶಿಕ್ಷಾ ದಿವ್ನ್ ಹೊತಾ, ಅನಿ ಜಿವಾನಿ ಮಾರುನ್ ಹೊತಾ. ಮಾಕಾ ಲಾಗುನ್ ಸಗ್ಳ್ಯಾ ದೆಸಾಂಚಿ ಲೊಕಾ ತುಮ್ಕಾ ಧುರ್ ಕರ್‍ತಾತ್.