Matthew 25:1 — Compare Translations

7 translations compared side by side

Odia - 1840
" ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେହି ସମୟରେ ସ୍ୱର୍ଗରାଜ୍ୟର ଆଗମନ ଏହିପରି ହେବ। “ଦଶଜଣ କୁମାରୀ ପ୍ରତ୍ୟେକ ଗୋଟିଏ ଗୋଟିଏ ଦୀପ ନେଇ ବରକୁ ପାଛୋଟି ଆଣିବାକୁ ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଦଶ ଜଣ କୁମାରୀ ଝିଅଙ୍କ କାହାଣୀ “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸರ್ಗಾಚೊ ರಾಜ್ ಮಟ್ಲ್ಯಾರ್ ಅಸೊ. ಎಕ್ದಾ ಧಾ ಧೆಡ್ನಿಯಾ ಅರ್‍ತಿಯಾ ಘೆವ್ನ್ ನ್ಹವ್ರ್ಯಾಕ್ ಭೆಟುಕ್ ಗೆಲ್ಯಾನಿ.