Matthew 25:13 — Compare Translations

7 translations compared side by side

Odia - 1840
" ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ତ ଜାଣ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କଥାଟି ଶେଷ କରି ଯୀଶୁ କହିଲେ, “ସତର୍କ ରୁହ। ସେହି ଦିନ କିମ୍ବା ଘଣ୍ଟା (ସମୟ) ଆଗରୁ କେହି ଜାଣିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮಿ ಕನ್ನಾಬಿ ಉಶಾರ್ಕಿತ್ ರ್‍ಹಾವಾ, ಕಸ್ಯಾಕ್ ಮಟ್ಲ್ಯಾರ್ ಮಾನ್ಸಾಚೊ ಲೆಕ್ ಯೆತಲೊ ದಿಸ್ ನಾಹೊಲ್ಯಾರ್ ಎಳ್ ತುಮ್ಕಾ ಗೊತ್ತ್ ನಾ. ಮನುನ್ ಜೆಜುನ್ ಮುಗಸ್ಲ್ಯಾನ್.