Matthew 25:14 — Compare Translations

7 translations compared side by side

Odia - 1840
"ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଆହ୍ଵାନ କରି ସେମାନଙ୍କ ହସ୍ତରେ ନିଜର ସର୍ବସ୍ଵ ସମର୍ପଣ କଲେ, ସ୍ଵର୍ଗରାଜ୍ୟ ସେହିପରି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସ୍ୱର୍ଗରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ବ୍ୟକ୍ତି ଭୃତ୍ୟମାନଙ୍କ ହାତରେ ତାଙ୍କର ସମ୍ପତ୍ତି ଛାଡ଼ି ଦେଇ ବିଦେଶ ଯାତ୍ରା କରିବାକୁ ବାହାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଜଣ ଗ୍ଭକରଙ୍କ ବିଷୟରେ କାହାଣୀ “ସ୍ୱର୍ଗରାଜ୍ୟ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସେହି ଲୋକ ଯିବା ପୂର୍ବରୁ ତା’ର ଗ୍ଭକରମାନଙ୍କୁ ଡାକି ତା’ର ଅନୁପସ୍ଥିତିରେ ସମସ୍ତ ସମ୍ପତ୍ତିର ଯତ୍ନ ନେବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ସେହିପରି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸರ್‍ಗಾಚೊ ರಾಜ್ ಮಟ್ಲ್ಯಾರ್ ಅಶೆ ಮನುಕ್ ಹೊತಾ. ಎಗ್ದಾ ಎಕ್ ಮಾನುಸ್ ಹೊತ್ತೊ, ತೊ ಧುರ್‍ಲ್ಯಾ ದೆಸಾಕ್ ಜಾನಾರ್ ಹೊತ್ತೊ ತನ್ನಾ ತೆನಿ ಅಪ್ನಾಚ್ಯಾ ಆಳಾಕ್ನಿ ಬಲ್ವುಲ್ಯಾನ್ ಅನಿ ಅಪ್ನಾಚ್ಯಾ ಆಸ್ತಿಚಿ ಜವಾಬ್ದಾರಿ ತೆಂಕಾ ದಿಲ್ಯಾನ್.