Matthew 25:15 — Compare Translations

7 translations compared side by side

Odia - 1840
"କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କର ସାମର୍ଥ୍ୟ ଅନୁଯାୟୀ ସେମାନଙ୍କୁ କିଛି କିଛି ଅର୍ଥ ଜମା କରିଦେଲେ - ଜଣକୁ ଦେଲେ ପାଞ୍ଚ ହଜାର ରୌପ୍ୟ ମୁଦ୍ରା, ଜଣକୁ ଦୁଇ ହଜାର ଓ ଆଉ ଜଣକୁ ଏକ ହଜାର ମାତ୍ର।
Odia Bible ERV 2004 (ପବିତ୍ର ବାଇବଲ)
କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ ತೆಂಚ್ಯಾ ತಾಕ್ತಿ ಪರ್‌ಕಾರ್ ಎಕ್ಲ್ಯಾಕ್ ಪಾಂಚ್ ಹಜಾರ್, ಎಕ್ಲ್ಯಾಕ್ ದೊನ್ ಹಜಾರ್ ಅನಿ ಅನಿಎಕ್ಲ್ಯಾಕ್ ಎಕ್ ಹಜಾರ್ ಸೊನ್ಯಾಚ್ಯಾ ಪೈಸ್ಯಾಂಚ್ಯಾ ಗಾಲಿಯಾ ದಿಲ್ಯಾನ್. ಮಾನಾ ತೊ ಧುರ್‍ಲ್ಯಾ ದೆಸಾಕ್ ಗೆಲೊ.