Matthew 25:16 — Compare Translations
7 translations compared side by side
Odia - 1840
"ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ତତ୍କ୍ଷଣାତ୍ ତାହା ଘେନି ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଞ୍ଚ ହଜାର ମୁଦ୍ରା ପାଇଥିବା ଭୃତ୍ୟଟି ସେହି ଧନକୁ ବ୍ୟବସାୟରେ ଖଟାଇ ଆଉ ପାଞ୍ଚ ହଜାର ଲାଭ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಂಚ್ ಹಜಾರ್ ಸೊನ್ಯಾಚ್ಯಾ ಪೈಸ್ಯಾಂಚ್ಯಾ ಗಾಲಿಯಾ ಘೆಟಲ್ಲೊ ಗೆಲೊ ಅನಿ ತೆ ಪೈಸೆ ಯಾವಾರಾತ್ ಘಾಟ್ಲ್ಯಾನ್. ಅನಿ ಅನಿ ಪಾಚ್ ಹಜಾರ್ ಸೊನ್ಯಾಚ್ಯಾ ಪೈಸೆ ಖಮ್ವುಲ್ಯಾನ್.