Matthew 25:18 — Compare Translations

7 translations compared side by side

Odia - 1840
"କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁ ଭୃତ୍ୟ ହଜାରେ ପାଇଥିଲା, ସେ ଗୋଟିଏ ଗାତ ଖୋଳି ମାଲିକଙ୍କ ସେହି ଧନକୁ ଲୁଚାଇ ରଖିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକଟି କେବଳ ଗୋଟିଏ ମାତ୍ର ତୋଡ଼ା ରୂପାଟଙ୍କା ପାଇଥିଲା, ସେ ଯାଇ ତା’ ମାଲିକର ଧନକୁ ନେଇ ମାଟିରେ ଗୋଟିଏ ଗାତ ଖୋଳି ସେଥିରେ ଲୁଗ୍ଭଇ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಹಜಾರ್ ಸೊನ್ಯಾಚ್ಯಾ ಪೈಸ್ಯಾಂಚ್ಯಾ ಗಾಲಿಯಾ ಘೆಟಲ್ಲ್ಯಾನ್, ಜಾವ್ನ್ ಜಿಮಿನ್ ಖಂಡುನ್ ಅಪ್ನಾಚ್ಯಾ ಮಾಲ್ಕಾನ್ ದಿಲ್ಲೆ ಪೈಸೆ ನಿಪ್ವುನ್ ಥವ್ಲ್ಯಾನ್”.