Matthew 25:2 — Compare Translations

7 translations compared side by side

Odia - 1840
"ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରେ ପାଞ୍ଚଜଣ ବୁଦ୍ଧିହୀନା ଓ ପାଞ୍ଚଜଣ ବୁଦ୍ଧିମତୀ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚତୁର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾತುರ್ ಪಾಂಚ್ ಜಾನಾ ಬುದ್ದ್ ಅಸಲ್ಲ್ಯಾ ಅನಿ ಪಾಂಚ್ ಜಾನಾ ಬುದ್ದ್ ನಸಲ್ಲ್ಯಾ ಧೆಡ್ನಿಯಾ ಹೊತ್ತ್ಯಾ.