Matthew 25:20 — Compare Translations
7 translations compared side by side
Odia - 1840
"ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଞ୍ଚ ହଜାର ମୁଦ୍ରା ନେଇଥିବା ଭୃତ୍ୟ ମୁନିବଙ୍କୁ ଆଉ ପାଞ୍ଚ ହଜାର ମୁଦ୍ରା ଦେଇôଥଲେ, ଏହି ଦେଖନ୍ତୁ, ମୁଁ ଆଉ ପାଞ୍ଚ ହଜାର ଲାଭ ପାଇଛି।’
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಂಚ್ ಹಜಾರ್ ಸೊನ್ಯಾಚ್ಯಾ ಗಾಲಿಯಾ ಘೆಟಲ್ಲೊ ಫಿಡೆ ಯೆಲೊ ಅನಿ ಅನಿ ಪಾಂಚ್ ಹಜಾರ್ ಗಾಲಿಯಾ ದಿವ್ನ್, ಮಾಲಿಕ್, ತುಮಿ ಮಾಕಾ ಪಾಂಚ್ ಹಜಾರ್ ಸೊನ್ಯಾಚ್ಯಾ ಗಾಲಿಯಾ ದಿಲ್ಲ್ಯಾಶಿ, ಖರೆ ಮಿಯಾ ಅನಿ ಪಾಂಚ್ ಹಜಾರ್ ಸೊನ್ಯಾಚ್ಯಾ ಗಾಲಿಯಾ ಕಮ್ವುಲಾ. ಮಟ್ಲ್ಯಾನ್.