Matthew 25:21 — Compare Translations
7 translations compared side by side
Odia - 1840
"ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାଲିକ ଖୁସି ହୋଇ କହିଲେ, ‘ଠିକ୍ କରିଛ, ତୁମେ ମୋର ଉପଯୁକ୍ତ ଓ ବିଶ୍ୱସ୍ତ ଦାସ। ତୁମେ ବିଶ୍ୱସ୍ତ ଭାବରେ ଅଳ୍ପ ଧନର କାରବାର କରିପାରିଥିବାରୁ ତୁମ ହାତରେ ବହୁତ ଧନ ଛାଡ଼ି ଦେବି। ଆସ, ମୋ’ ସହିତ ଆନନ୍ଦ କର।’
Odia Bible ERV 2004 (ପବିତ୍ର ବାଇବଲ)
“ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಲ್ಕಾನ್, ಶಬ್ಬಾಸ್, ಮಾಜ್ಯಾ ಬರ್ಯಾ ಅನಿ ವಿಶ್ವಾಸಾಚ್ಯಾ ಆಳಾ! ಬಾರಿಕ್ಲ್ಯಾ ಕಾಮಾತುಚ್ ತಿಯಾ ವಿಸ್ವಾಸಾಚೊ ಮನುನ್ ದಾಕ್ವುನ್ ದಿಲೆಯ್. ತಸೆಮನುನ್ ಮಿಯಾ ತುಕಾ ಲೈ ಮೊಟ್ಯಾ ಜವಾಬ್ದಾರಿಚೆ ಕಾಮ್ ದಿತಾ. ಯೆ ಅನಿ ಮಾಜ್ಯಾ ಕುಶಿತ್ ಭಾಗ್ ಘೆ! ಮಟ್ಲ್ಯಾನ್.