Matthew 25:22 — Compare Translations

7 translations compared side by side

Odia - 1840
"ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଦୁଇ ହଜାର ମୁଦ୍ରା ନେଇଥିବା ଭୃତ୍ୟ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦୁଇ ହଜାର ଦେଇଥିଲେ, ମୁଁ ଆଉ ଦୁଇ ହଜାର ଲାଭ କରିଛି।’
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଦୁଇ ତୋଡ଼ା ରୂପାଟଙ୍କା ପାଇଥିବା ଗ୍ଭକରଟି ମାଲିକ ପାଖକୁ ଆସିଲା। ଗ୍ଭକରଟି କହିଲା, ‘ଆପଣ ମୋତେ ଦୁଇ ତୋଡ଼ା ଟଙ୍କାର ଦାୟିତ୍ୱ ଦେଇଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ୟବହାର କରିଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೊನ್ ಹಜಾರ್ ಸೊನ್ಯಾಚ್ಯಾ ಗಾಲಿಯಾ ದಿಲ್ಲೊ ಫಿಡೆ ಯೆಲೊ. ಅನಿ, ಮಾಲಿಕ್, ತುಮಿ ಮಾಕಾ ದೊನ್ ಹಜಾರ್ ಸೊನ್ಯಾಚ್ಯಾ ಗಾಲಿಯಾ ದಿಲ್ಲ್ಯಾಶಿ. ಅಬಗಾ, ಮಿಯಾ ಅನಿ ದೊನ್ ಹಜಾರ್ ಸೊನ್ಯಾಚ್ಯಾ ಗಾಲಿಯಾ ಕಮ್ವುಲಾ. ಮಟ್ಲ್ಯಾನ್.