Matthew 25:23 — Compare Translations

7 translations compared side by side

Odia - 1840
"ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାଲିକ କହିଲେ, ‘ବେଶ୍ କରିଛ। ତୁମେ ମଧ୍ୟ ମୋର ଉପଯୁକ୍ତ ଦାସ। ଅଳ୍ପ ଧନରେ ବିଶ୍ୱସ୍ତତା ଦେଖାଇଛ। ବହୁତ ଧନ ମୁଁ ତୁମ ଜିମା କରିଦେବି। ଆସ, ମୋ’ ଆନନ୍ଦରେ ଭାଗୀ ହେବ।’
Odia Bible ERV 2004 (ପବିତ୍ର ବାଇବଲ)
“ମାଲିକ କହିଲେ, ‘ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭ ଉପରେ ବିଶ୍ୱାସ କରାଯାଇପାରେ। ଅଳ୍ପ ଟଙ୍କାରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ଖୁସୀରେ ଭାଗୀ ହୁଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಲ್ಕಾನ್, ಶಬ್ಬಾಸ್, ಮಾಜ್ಯಾ ಬರ್‍ಯಾ ಅನಿ ವಿಶ್ವಾಸಾಚ್ಯಾ ಆಳಾ! ಬಾರಿಕ್ಲ್ಯಾ ಕಾಮಾತುಚ್ ತಿಯಾ ವಿಶ್ವಾಸಾಚೊ ಮನುನ್ ದಾಕ್ವುಲೆಯ್. ತಸೆಮನುನ್ ಮಿಯಾ ತುಕಾ ಮೊಟ್ಯಾ ಕಾಮಾಚಿ ಜವಾಬ್ದಾರಿ ದಿತಾ. ಯೆ ಅನಿ ಮಾಜ್ಯಾ ಕುಶಿತ್ ಭಾಗ್ ಘೆ! ಮನುನ್ ಸಾಂಗ್ಲ್ಯಾನ್.