Matthew 25:26 — Compare Translations
7 translations compared side by side
Odia - 1840
"ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ମାଲିକ କହିଲେ, ‘ଆରେ ଅଯୋଗ୍ୟ, ଅଳସୁଆ! ତୁ ପରା ଜାଣିଥିଲୁ, ମୁଁ ଯେଉଁଠି ବୁଣି ନ ଥାଏ, ସେଇଠି ଅମଳ କରେ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ ମାଲିକ ତାକୁ କହିଲେ, ‘ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଗ୍ଭକର! ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନ ଥାଏ ସେଠାରେ ମଧ୍ୟ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନ ଥାଏ, ସେଠାରେ ଶସ୍ୟ ଏକାଠି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କ'ଣ ଜାଣିଥିଲୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆಚ್ಯಾ ಧನಿಯಾನ್ ಆಳ್ಸಿ ಅನಿ ಬುರ್ಶ್ಯಾ ಆಳಾ! ಮಿಯಾ ಪೆರಿನಸಲ್ಯಾಕ್ಡೆ ಕಾತರ್ತಾ ಅನಿ ಸಿಪ್ಡುನಸಲ್ಲ್ಯಾಕ್ಡೆ ರಾಸ್ ಘಾಲ್ತಾ ಮನುನ್ ತುಕಾ ಗೊತ್ತ್ ಹೊತ್ತೆ ನ್ಹಯ್?