Matthew 25:29 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯାହାର ଅଛି, ତାକୁ ଅଧିକ ଦିଆଯିବ ଏବଂ ସେ ପ୍ରାଚୁର୍ଯ୍ୟ ଲାଭ କରିବ। କିନ୍ତୁ ଯାହାର ନାହିଁ, ତା’ର ଯାହା କିଛି ଅଛି, ତାହା ମଧ୍ୟ କାଢ଼ି ନିଆଯିବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ, ତାକୁ ବହୁତ ଅଧିକ ଦିଆଯିବ। ତାହାଙ୍କୁ ତାହାଙ୍କର ଆବଶ୍ୟକତାଠାରୁ ବହୁତ ବେଶୀ ଦିଆଯିବ। କିନ୍ତୁ ଯେଉଁ ଲୋକ ତା’ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ ନାହିଁ, ତା’ଠାରୁ ଯାହାକିଛି ଅଛି, ସବୁକିଛି ଛଡ଼େଇ ନିଆଯିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನಾಕ್ಡೆ ಉಲ್ಲೆಸೆ ಹಾಯ್ ತೆಂಕಾ ಅನಿ ಜಾಸ್ತಿಚೆ ದಿವ್ನ್ ಹೊತಾ ಅನಿ ತೆಚೆಕ್ಡೆ ಭರ್‍ಪುರ್ ರ್‍ಹಾತಾ. ಖರೆ ಜೆ ಕೊನಾಕ್ಡೆ ಕಾಯ್ಬಿ ನಾ. ತೆಂಚ್ಯಾಕ್ಡೆ ಹೊತ್ತೆ ಉಲ್ಲೆಸೆಬಿ ಕಾಡುನ್ ಘೆವ್ನ್ ಹೊತಾ.