Matthew 25:31 — Compare Translations
7 translations compared side by side
Odia - 1840
"ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ଵମହିମାରେ ଆଗମନ କରିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେତେବେଳେ ମନୁଷ୍ୟପୁତ୍ର ରାଜା ହୋଇ ତାଙ୍କର ସ୍ୱର୍ଗଦୂତମାନଙ୍କ ସହିତ ଆସିବେ, ସେ ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ ଏବଂ
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର ସମସ୍ତଙ୍କର ବିଗ୍ଭର କରିବେ “ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ರಾಜಾಚಿ ಪದ್ವಿ ಘೆವ್ನ್ ಯೆತಾನಾ, ಸಗ್ಳಿ ದೆವಾಚಿ ದುತಾ ತೆಚ್ಯಾ ವಾಂಗ್ಡಾ ರ್ಹಾತ್ಯಾತ್ ಅನಿ ತೊ ಅಪ್ನಾಚ್ಯಾ ಮಹಿಮೆಚ್ಯಾ ಸಿವಾಸನಾ ವರ್ತಿ ಬಸ್ತಾ.