Matthew 25:32 — Compare Translations
7 translations compared side by side
Odia - 1840
"ମନୁଷ୍ଯପୁତ୍ରଙ୍କ ଆଗ ରେ ଜଗତର ସବୁ ଲୋକେ ଏକାଠି ହବେେ। ତାପରେ ମନୁଷ୍ଯପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳ ରେ ବାଣ୍ଟି ଦବେେ। ଜଣେ ଜଗୁଆଳ ଯେପରି ଛଳେିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସହେିପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଯେପରି ଛାଗଠାରୁ ମେଷ ପୃଥକ୍ କରେ, ସେହିପରି ସେ ସେମାନଙ୍କୁ ପରସ୍ପରଠାରୁ ପୃଥକ୍ କରି,
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ ଜାତିର ଲୋକେ ତାଙ୍କ ସମ୍ମୁଖରେ ଏକତ୍ରିତ ହେବେ। ସେତେବେଳେ ମେଷପାଳକ ଯେପରି ଛେଳି ଓ ମେଣ୍ଢାମାନଙ୍କୁ ଅଲଗା କରିଦିଏ, ମନୁଷ୍ୟପୁତ୍ର ସେପରି ଲୋକମାନଙ୍କୁ ଦୁଇ ଦଳରେ ବିଭକ୍ତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ରଙ୍କ ଆଗରେ ଜଗତର ସବୁ ଲୋକେ ଏକାଠି ହେବେ। ତା’ପରେ ମନୁଷ୍ୟପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳରେ ବାଣ୍ଟି ଦେବେ। ଜଣେ ଜଗୁଆଳ ଯେପରି ଛେଳିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସେହିପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸಗ್ಳ್ಯಾ ಬಾಶಾಂಚಿ ಲೊಕಾ ತೆಚ್ಯಾ ಇದ್ರಾಕ್ ಜಮಾ ಹೊತ್ಯಾತ್. ತನ್ನಾ ಕುರ್ಬುರಾ ಕಶೆ ಶೆಳಿಯಾಕ್ನಿ ಅನಿ ಬಕ್ರ್ಯಾಕ್ನಿ ಎಗಳ್ತ್ಯಾತ್ ತಸೆ ತೊ ಥೈ ಜಮಲ್ಲ್ಯಾ ಲೊಕಾಕ್ನಿ ದೊನ್ ತಾಂಡೆ ಕರುನ್ ಎಗಳ್ತಾ.