Matthew 25:33 — Compare Translations
7 translations compared side by side
Odia - 1840
"ମନୁଷ୍ଯପୁତ୍ର ମଷେମାନଙ୍କୁ ତାହାଙ୍କ ଡ଼ାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ଵରେ ଓ ଛାଗମାନଙ୍କୁ ବାମ ପାର୍ଶ୍ଵରେ ରଖିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧାର୍ମିକ ଲୋକମାନଙ୍କୁ ସେ ଦକ୍ଷିଣ ପାଶ୍ୱର୍ରେ ଓ ଅନ୍ୟମାନଙ୍କୁ ତାଙ୍କ ବାମ ପାଶ୍ୱର୍ରେ ରଖିବେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର ମେଷମାନଙ୍କୁ ତାହାଙ୍କ ଡାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಬರ್ಯಾ ವಾಟೆನ್ ಚಲಲ್ಲ್ಯಾ ಲೊಕಾಕ್ನಿ ಅಪ್ನಾಚ್ಯಾ ಉಜ್ವ್ಯಾ ಬಾಜುಕ್ ಅನಿ ಬರ್ಯಾ ವಾಟೆನ್ ಚಲಿನಸಲ್ಲ್ಯಾ ಲೊಕಾಕ್ನಿ ರೊಡ್ಡ್ಯಾ ಬಾಜುಕ್ ಇಬೆ ರ್ಹಾವ್ಸುತಾ.