Matthew 25:34 — Compare Translations

7 translations compared side by side

Odia - 1840
"ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ଵସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦ-ପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିର ଅଧିକାରୀ ହୁଅଣ;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ତାଙ୍କର ଦକ୍ଷିଣରେ ଥିବା ଲୋକମାନଙ୍କୁ ରାଜା କହିବେ, ‘ଆସ, ତୁମ୍ଭମାନଙ୍କୁ ମୋ’ ପିତା ଆଶୀର୍ବାଦ କରିଛନ୍ତି। ସୃଷ୍ଟିର ଆରମ୍ଭରୁ ଯେଉଁ ରାଜ୍ୟ ତୁମ୍ଭମାନଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି, ତାହାକୁ ଅଧିକାର କର।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಜಾ ಅಪ್ನಾಚ್ಯಾ ಉಜ್ವ್ಯಾ ಬಾಜುಕ್ ಹೊತ್ತ್ಯಾಕ್ನಿ,ಮಾಜ್ಯಾ ಬಾಬಾಚೊ ಆಶಿರ್ವಾದ್ ಹೊತ್ತ್ಯಾನು ಯೆವಾ! ಜಗ್ ರಚುಚ್ಯಾ ಅದ್ದಿಚ್ಯಾನ್ ತುಮ್ಚ್ಯಾಸಾಟ್ನಿ ತಯಾರ್ ಕರುನ್ ಥವಲ್ಲೊ ರಾಜ್ ತುಮ್ಚಿ ಆಸ್ತಿ ಕರುನ್ ಘೆವಾ.