Matthew 25:35 — Compare Translations
7 translations compared side by side
Odia - 1840
"ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଖୁଆଇଛ, ମୁଁ ତୃଷିତ ଥିଲି, ତୁମେ ମୋତେ ପିଇବାକୁ ଦେଇଛ। ମୁଁ ଅପରିଚିତ ଥିଲି, ତୁମେ ମୋର ଆତିଥ୍ୟ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ରାଜ୍ୟ ଲାଭ କରିବ କାରଣ ମୁଁ ଯେତେବେଳେ ଭୋକିଲା ଥିଲି, ସେତେବେଳେ ତୁମେ ମୋତେ ଖାଇବାକୁ ଦେଇଥିଲ। ମୋତେ ଶୋଷ ଲାଗୁଥିବା ସମୟରେ ମୋତେ କିଛି ପିଇବାକୁ ଦେଇଛ। ମୁଁ ଘରଠାରୁ ଦୂରରେ ଏକୁଟିଆ ଥିଲି। ତୁମ୍ଭେ ମୋତେ ତୁମ୍ଭ ଘରକୁ ଡାକିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಭುಕೆನ್ ಹೊತ್ತೊ ತುಮಿ ಮಾಕಾ ಜೆವಾನ್ ದಿಲ್ಯಾಶಿ. ಮಿಯಾ ಸೊಸೆನ್ ಹೊತ್ತೊ ಮಾಕಾ ತುಮಿ ಪಿವ್ಕ್ ದಿಲ್ಯಾಶಿ, ಮಿಯಾ ಪರ್ದೆಶಿ ಹೊಲ್ಲೊ ತುಮಿ ಮಾಕಾ ತುಮ್ಚ್ಯಾ ಘರಾತ್ನಿ ಅಸ್ರೊ ದಿಲ್ಯಾಶಿ.