Matthew 25:36 — Compare Translations
7 translations compared side by side
Odia - 1840
"ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ପୀଡ଼ିତ ଥିଲି, ମୋତେ ସଂଖୋଳିଲ; କାରାଗାରରେ ଥିଲି, ମୋʼ ନିକଟକୁ ଆସିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଉଲଗ୍ନ ଥିଲି, ମୋତେ ବସ୍ତ୍ର ପିନ୍ଧାଇଛ। ମୁଁ ଅସୁସ୍ଥ ଥିଲି, ମୋର ଯତ୍ନ ନେଇଛ। ମୁଁ ବନ୍ଦୀଶାଳାରେ ଥିଲି, ମୋତେ ସଙ୍ଖୁଳିବାକୁ ଆସିଛ।’
Odia Bible ERV 2004 (ପବିତ୍ର ବାଇବଲ)
ମୋର କୌଣସି ଲୁଗାପଟା ନ ଥିଲା, ଏବଂ ତୁମ୍ଭେ ମୋତେ ପିନ୍ଧିବାକୁ ଦେଇଥିଲ। ମୁଁ ଅସୁସ୍ଥ ଥିଲି, ତୁମ୍ଭେ ମୋର ଯତ୍ନ ନେଇଥିଲ, ମୁଁ କାରାଗାରରେ ଥିଲି। ତୁମ୍ଭେ ମୋତେ ଦେଖିବାକୁ ଆସିଥିଲ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।
Odia IRV 2017 (ଓଡିଆ ବାଇବେଲ)
ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ನಾಗ್ಡೊ ಹೊತ್ತೊ ತುಮಿ ಮಾಕಾ ನೆಸುಕ್ ದಿಲ್ಯಾಶಿ, ಮಿಯಾ ಶಿಕ್ ಪಡಲ್ಲೊ ತನ್ನಾ ಮಾಜಿ ಕಾಳ್ಜಿ ಕರ್ಲ್ಯಾಶಿ, ಮಿಯಾ ಬಂದಿಖಾನ್ಯಾತ್ ಹೊತ್ತೊ, ತನ್ನಾ ತುಮಿ ಮಾಕಾ ಭೆಟುಕ್ ಯೆಲ್ಲ್ಯಾಶಿ. ಮನುನ್ ಸಾಂಗ್ತಾ.