Matthew 25:38 — Compare Translations
7 translations compared side by side
Odia - 1840
"କେତବେେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂର ରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡ଼ାକିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ପୋଷାକ ନଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦଇେଥିଲୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ଵା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ?
Odia BSI (ପବିତ୍ର ବାଇବଲ (CL) NT (BSI))
କେବେ ଆପଣ ଅପରିଚିତ ହୋଇ ଆସିବାବେଳେ ଆପଣଙ୍କ ଆତିଥ୍ୟ କରିଛୁ?
Odia Bible ERV 2004 (ପବିତ୍ର ବାଇବଲ)
କେତେବେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂରରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡାକିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ପୋଷାକ ନ ଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦେଇଥିଲୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ?
Odia IRV 2017 (ଓଡିଆ ବାଇବେଲ)
ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕನ್ನಾ ಅಮಿ ತುಕಾ ಪರ್ದೆಶಿ ಹೊತ್ತೆ ಬಗುನ್ ಅಮ್ಚ್ಯಾ ಘರಾತ್ನಿ ಅಸ್ರೊ ದಿಲಾವ್, ಅನಿ ನಾಗ್ಡೊ ಹೊತ್ತೊ ಬಗುನ್ ನೆಸುಕ್ ದಿಲಾವ್?