Matthew 25:40 — Compare Translations
7 translations compared side by side
Odia - 1840
" ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋʼ ପ୍ରତି ହିଁ ତାହା କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ଭାଇମାନଙ୍କ ମଧ୍ୟରୁ ସବୁଠାରୁ ନଗଣ୍ୟ ପାଇଁ ଯାହା ସବୁ କରିଛ - ତାହା ମୋ’ ପାଇଁ କରିଛ।’
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಜಾ ತೆಂಕಾ, ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗ್ತಾ, ಜೆ ಕಾಯ್ ತುಮಿ ಮಾಜ್ಯಾ ಹ್ಯಾ ಭಾವಾನಿತ್ಲ್ಯಾ ಎಕ್ ಬಾರಿಕ್ಲ್ಯಾ ಭಾವಾಕ್ ಸೈತ್ ಕರ್ಲ್ಯಾಶಿ ತೆ ಮಾಕಾಚ್ ಕರ್ಲ್ಯಾಶಿ! ಮನುನ್ ಜಬಾಬ್ ದಿತಾ.