Matthew 25:41 — Compare Translations

7 translations compared side by side

Odia - 1840
"ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ବାମ ପାର୍ଶ୍ଵସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋʼ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନ; ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା’ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ಅಪ್ನಾಚ್ಯಾ ರೊಡ್ಡ್ಯಾ ಬಾಜುಕ್ ಹೊತ್ತ್ಯಾ ಲೊಕಾಕ್ನಿ, ಜಾವಾ ತುಮಿ ಸರಾಪ್ ಪಡಲ್ಲ್ಯಾನು ಮಾಜ್ಯಾ ಇದ್ರಾಕ್ನಾ ಧುರ್ ಜಾವಾ, ಗಿರೊ ಅನಿ ತೆಚ್ಯಾ ದುತಾಕ್ನಿ ತಯಾರ್ ಕರಲ್ಲ್ಯಾ ಕನ್ನಾಚ್ ಇಜಿ ನಸಲ್ಲ್ಯಾ ಆಗಿತ್ ಜಾವಾ.