Matthew 25:44 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ, କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ସେତେବେଳେ ସେମାନେ ଉତ୍ତର ଦେବେ, ‘ପ୍ରଭୁ, କେବେ ଆପଣଙ୍କୁ କ୍ଷୁଧାର୍ତ୍ତ, ତୃଷାର୍ତ୍ତ, ଅପରିଚିତ, ଉଲଗ୍ନ, ଅସୁସ୍ଥ ବା ବନ୍ଦୀ ଥିବା ଦେଖି ଆମେ ଆପଣଙ୍କୁ ସାହାଯ୍ୟ କରି ନାହୁଁ?’
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସେମାନେ ମଧ୍ୟ ଉତ୍ତର ଦେବେ, ‘ପ୍ରଭୁ, ଆପଣଙ୍କୁ କେତେବେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତେବେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂରରେ ଦେଖିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନ ଥିବା ଅବସ୍ଥାରେ ବା ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ? କେବେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାଯ୍ୟ କଲୁ ନାହିଁ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ, ಧನಿಯಾ, ಕನ್ನಾ ಅಮಿ ತುಕಾ ಭುಕೆನ್ ಹೊತ್ತೊ ನಾಹೊಲ್ಯಾರ್ ಸೊಸೆನ್ ಹೊತ್ತೊ. ಪರ್‌ದೆಶಿ ಹೊತ್ತೊ ನಾಹೊಲ್ಯಾರ್ ನಾಗ್ಡೊ ಹೊತ್ತೊ. ಶಿಕ್ ಹೊತ್ತೊ ನಾಹೊಲ್ಯಾರ್ ಬಂದಿಖಾನ್ಯಾತ್ ಹೊತ್ತೊ ಬಗಟ್ಲಾವ್. ಅನಿ ತುಕಾ ಮಜತ್ ಕರಿನಸ್ತಾನಾ ರ್‍ಹಾಲಾವ್? ಮನುನ್ ಜಬಾಬ್ ದಿತ್ಯಾತ್.