Matthew 25:45 — Compare Translations

7 translations compared side by side

Odia - 1840
"ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରତମମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋʼ ପ୍ରତି ହିଁ ତାହା କରି ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ନଗଣ୍ୟ ଲୋକମାନଙ୍କ ମଧ୍ୟରୁ ଜଣକୁ ସାହାଯ୍ୟ କରିବାକୁ ମନା କରିବାବେଳେ, ତୁମେ ମୋତେ ସାହାଯ୍ୟ କରିବାକୁ କୁଣ୍ଠିତ ହୋଇଛ।’
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଯେତେବେଳେ ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଲୋକଙ୍କ ଭିତରୁ ଯେକୌଣସି ଲୋକକୁ ସାହାଯ୍ୟ କରିବାକୁ ମନାକଲ, ତୁମ୍ଭେ ମୋତେ ସାହାଯ୍ୟ କରିବା ପାଇଁ ମନାକଲ!’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಜಾ, ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಕನ್ನಾ ತುಮಿ ಮಾಜ್ಯಾ ಹ್ಯಾ ಭಾವಾನಿತ್ಲ್ಯಾ ಎಕ್ ಬಾರಿಕ್ಲ್ಯಾ ಭಾವಾಕ್ ಮಜತ್ ಕರಿನಸ್ತಾನಾ ರ್‍ಹಾಲ್ಯಾಶಿ, ತನ್ನಾ ಮಾಕಾಚ್ ಮಜತ್ ಕರಿನಸ್ತಾನಾ ರ್‍ಹಾಲ್ಯಾಶಿ. ಮನುನ್ ಮನ್ತಾ.