Matthew 25:46 — Compare Translations

7 translations compared side by side

Odia - 1840
"ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏମାନେ ଅନ; ଶାସ୍ତି, କିନ୍ତୁ ଧାର୍ମିକମାନେ ଅନ; ଜୀବନ ଭୋଗ କରିବାକୁ ଯିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲୋକମାନେ ଚିରଦିନ ପାଇଁ ଦଣ୍ଡ ଭୋଗିବେ ଏବଂ ଧାର୍ମିକମାନେ ଅନନ୍ତ ଜୀବନ ଲାଭ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಹ್ಯಾ ಬರ್‍ಯಾ ವಾಟೆನ್ ಚಲಿನಸಲ್ಲ್ಯಾ ಲೊಕಾಕ್ನಿ ಖಾಯಮ್ಚ್ಯಾ ಶಿಕ್ಷೆತ್ ಧಾಡುನ್ ಹೊತಾ ಅನಿ ಬರ್‍ಯಾ ವಾಟೆನ್ ಚಲಲ್ಲಿ ಲೊಕಾ ಕನ್ನಾಚ್ ಮರಾನ್ ನಸಲ್ಲ್ಯಾ ಜಿವನಾಕ್ ಜಾತ್ಯಾತ್.