Matthew 25:7 — Compare Translations

7 translations compared side by side

Odia - 1840
"ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ଆପଣା ପ୍ରଦୀପ ସଜାଡ଼ିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୁମାରୀମାନେ ଉଠିପଡ଼ି ନିଜ ନିଜ ଦୀପ ସଜାଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଏ କଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಧಾ ಧೆಡ್ನಿಯಾ ಉಟ್ಲ್ಯಾ ಅನಿ ಅಪ್ನಾ-ಅಪ್ನಾಚ್ಯಾ ಅರ್‍ತಿಯಾ ಸಮಾ ಕರುನ್ ಘೆಟ್ಲ್ಯಾನಿ.