Matthew 25:8 — Compare Translations
7 translations compared side by side
Odia - 1840
"ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ବୁଦ୍ଧିହୀନା କମାରୀମାନେ ବୁଦ୍ଧିମତୀମାନଙ୍କୁ କହିଲେ, ‘ଆମକୁ କିଛି ଦେଇ ଦିଅ। ଆମ ଦୀପ ଲିଭି ଯାଉଛି।’
Odia Bible ERV 2004 (ପବିତ୍ର ବାଇବଲ)
ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಬುದ್ದ್ ನಸಲ್ಲ್ಯಾ ಧೆಡ್ನಿಯಾನಿ ಬುದ್ದ್ ಅಸಲ್ಲ್ಯಾ ಧೆಡ್ನಿಯಾಕ್ನಿ ಜಾವ್ನ್, ತುಮ್ಚ್ಯಾಕ್ಡೆ ಹೊತ್ತ್ಯಾ ತೆಲಾತ್ಲೆ ಉಲ್ಲೆ ತೆಲ್ ಅಮ್ಕಾಬಿ ದಿವಾ, ಅಮ್ಚ್ಯಾ ಆರ್ತಿಯಾ ಇಜುನ್ ಜಾವ್ಲ್ಯಾತ್. ಮನುನ್ ಸಾಂಗ್ಲ್ಯಾನಿ.