Matthew 26:1 — Compare Translations
7 translations compared side by side
Odia - 1840
"ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ଯମାନଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହିସମସ୍ତ କଥା ସମାପ୍ତ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ ଶିକ୍ଷା ଦେଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନଙ୍କର ଯୀଶୁଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ୟମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹೆ ಸಗ್ಳೆ ಶಿಕ್ವುನ್ ಸರಲ್ಲ್ಯಾ ತನ್ನಾ ಅಪ್ನಾಚ್ಯಾ ಶಿಸಾಕ್ನಿ.