Matthew 26:11 — Compare Translations
7 translations compared side by side
Odia - 1840
"ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। କିନ୍ତୁ ତୁମ୍ଭେ ମାେତେ ସବୁବେଳେ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଗରିବମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗರಿಬ್ ಲೊಕಾ ಕನ್ನಾಬಿ ತುಮ್ಚ್ಯಾ ವಾಂಗ್ಡಾ ರ್ಹಾತ್ಯಾತ್, ಖರೆ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ಕನ್ನಾಬಿ ರ್ಹಾಯ್ನಾ.