Matthew 26:13 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ଜଗତ ରେ ସର୍ବତ୍ର ଲୋକମାନଙ୍କ ମଧିଅରେ ସୁସମାଚ଼ାର ଘୋଷଣା କରାୟିବ। ତା ସହିତ ଏ ସ୍ତ୍ରୀ ଲୋକଟି କ'ଣ କରିଥିଲା, ସେ ବିଷୟ ମଧ୍ଯ ଘୋଷଣା କରାୟିବ। ଲୋକମାନେ ତାକୁ ମନେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ସମଗ୍ର ଜଗତରେ ଯେ କୌଣସି ସ୍ଥାନରେ ଏହି ସୁସମାଚାର ପ୍ରଚାରିତ ହେବ, ଏହି ସ୍ତ୍ରୀ ଲୋକ ଯାହା କରିଛି, ତାକୁ ସ୍ମରଣ କରି ତାହା ମଧ୍ୟ ଉଲ୍ଲେଖ କରାଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ଜଗତରେ ସର୍ବତ୍ର ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ଘୋଷଣା କରାଯିବ। ତା’ ସହିତ ଏ ସ୍ତ୍ରୀଲୋକଟି କ’ଣ କରିଥିଲା, ସେ ବିଷୟ ମଧ୍ୟ ଘୋଷଣା କରାଯିବ, ଲୋକମାନେ ତାକୁ ମନେ ରଖିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಖೈ ಹ್ಯಾ ಜಗಾತ್ ಬರಿ ಖಬರ್ ಸಾಂಗುನ್ ಹೊತಾ, ಥೈ ಥೈ ತೆನಿ ಕರಲ್ಲ್ಯಾ ಕಾಮಾಚ್ಯಾ ವಿಶಯಾತ್ ಸಾಂಗುನ್ ತಿಚಿ ಯಾದ್ ಕರುನ್ ಹೊತಾ.”