Matthew 26:14 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ଯଙ୍କ ମଧ୍ଯରୁ ଜଣେ ଯାଇ ପ୍ରଧାନ ଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସହେି ଶିଷ୍ଯର ନାମ ଈଷ୍କରିଯୋଥ ୟିହୂଦା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦ୍ଵାଦଶଙ୍କ ମଧ୍ୟରୁ ଈଷ୍କରିୟୋଥ ଯିହୁଦା ନାମକ ଜଣେ ପ୍ରଧାନ ଯାଜକମାନଙ୍କ ନିକଟକୁ ଯାଇ କହିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଦ୍ୱାଦଶ ଶିଷ୍ୟମାନଙ୍କ ମଧ୍ୟରୁ ଇସ୍କାରିୟତ୍ ଯିହୂଦା ନାମରେ ଜଣେ ଶିଷ୍ୟ ମୁଖ୍ୟ ଯାଜକମାନଙ୍କ ନିକଟକୁ ଯାଇ ପଚାରିଲା,
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଯୀଶୁଙ୍କ ଶତ୍ରୁ ପାଲଟିଗଲେ ତା’ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କାରିୟୋଥ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರಾ ಜಾನಾ ಶಿಸಾನಿತ್ಲೊ ಎಕ್ಲೊ ಜುದಾಸ್ ಇಸ್ಕರಿಯೊತ್ ಮನ್ತಲೊ ಮುಖ್ಯ ಯಾಜಕಾನಿಕ್ಡೆ ಗೆಲೊ.